Masthead

ବିମାନ ବନ୍ଦର ପାଚେରୀ ଭାଙ୍ଗିବା ଘଟଣା, ଜିଲ୍ଲାପାଳଙ୍କ ହସ୍ତକ୍ଷେପ ପରେ କଂଗ୍ରେସର ଆନ୍ଦୋଳନ ସ୍ଥଗିତ ।

ମାଲକାନଗିରି (ବଡ଼ ଖବର ବ୍ୟୁରୋ): କୋଟି କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହେଉଛି ମାଲକାନଗିରି ବିମାନ ବନ୍ଦର । ବିମାନ ବନ୍ଦର ପାଚେରୀ କାର୍ୟ୍ୟ ନିମ୍ନମାନର ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ । ବାରମ୍ବାର ପାଚେରୀ ଭାଙ୍ଗିବା ଫଳରେ ଶ୍ରମିକଙ୍କ ହେଉଛି ମୃତ୍ୟୁ । ଗତବର୍ଷ ଜୁନ ୧ ରେ ପାଚେରୀ ଭାଙ୍ଗି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଚଳିତ ବର୍ଷ ଜୁନ ୮ରେ ପୁଣି ଥରେ ପାଚେରୀ ଭାଙ୍ଗିବା ଅତି ସମ୍ବେଦନଶୀଳ କଂଗ୍ରେସ କହିଛି ଏବଂ ତୁରନ୍ତ କାର୍ୟ୍ୟାନୁଷ୍ଠାନ ଦାବି କରାଯାଇଥିଲା । ଏପରି କି ଭିଜିଲାନ୍ସ ତଦନ୍ତ ଦାବି ହୋଇଛି ।୧୫ ଦିନ ମଧ୍ୟରେ ଯଦି କାର୍ୟ୍ୟାନୁଷ୍ଠାନ ନହୁଏ ତେବେ ଜିଲ୍ଲା ବନ୍ଦ ସହ ପୂର୍ତ୍ତ ବିଭାଗକୁ ତାଲା ପକାଇବ କଂଗ୍ରେସ ଚେତାବନୀ ଦିଆଯାଇଥିଲା । ଆଜି ଜିଲ୍ଲାପାଳ ୭ ଦିନ ମଧ୍ୟରେ କାର୍ୟ୍ୟାନୁଷ୍ଠାନ ହେବାର ପ୍ରତିଶ୍ରୁତି ପରେ ଆନ୍ଦୋଳନକୁ ସ୍ଥଗିତ କରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ