Masthead

ବଡଦାଣ୍ଡରେ ଅଟକିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ, ଆଜି ପୁଣି ହେବ ରଥ ଟଣା

ପୁରୀ (ବଡ଼ ଖବର ବ୍ୟୁରୋ): ବଡଦାଣ୍ଡରେ ଅଟକିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଗତକାଲି ବଡଦାଣ୍ଡରେ ଅଟକି ରହିଥିବା ୩ ରଥକୁ ଆଜି ପୁଣି ଟାଣିବେ ଶ୍ରଦ୍ଧାଳୁ। ରତ୍ନବେଦୀରୁ ଜନ୍ମବେଦୀ ଅଭିମୁଖେ ଶ୍ରୀଜିଉ। ସିଂହଦ୍ୱାର ଠାରୁ ମାତ୍ର ଅଳ୍ପ ଦୂର ଯାଇ ଅଟକିଛନ୍ତି କାଳିଆ ସାଆନ୍ତ। ରାଜନଅର ସମ୍ମୁଖରେ ଅଟକି ରହିଛି ସୁଭଦ୍ରାଙ୍କ ଦର୍ପଦଳନ। ମରିଚିକୋଟ ଛକରେ ଅଟକି ରହିଛି ବଳଭଦ୍ରଙ୍କ ତାଳଧ୍ୱଜ ରଥ। ଏଥିପାଇଁ ଲୋକାରଣ୍ୟ ହୋଇଛି ପୁରୀ ବଡ଼ଦାଣ୍ଡ। ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତି ଓ ଭାବରେ ଭିଜୁଛି ଶ୍ରୀକ୍ଷେତ୍ର। ପୁରୀରେ ଦେଶ ତଥା ବିଦେଶରୁ ଭକ୍ତଙ୍କ ସମାଗମ ହୋଇଛି। ୫ ଦଶନ୍ଧି ପରେ ଏଥର ଏକାଦିନେ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଭଳି ବିରଳ ସଂଯୋଗ ପଡୁଥିବାରୁ ଏଥର ଦୁଇଦିନିଆ ରଥଟଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା