Masthead

ଏହା ଏକ ସାମାନ୍ୟ ଦୁର୍ଘଟଣା… ଏହା ଲୀଳାମୟଙ୍କ ଲୀଳା: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଡପ ମଣ୍ଡପ ପହଣ୍ଡି ବିଜେବେଳେ ରଥରୁ ଖସି ପଡିଥିଲେ ବଡ ଠାକୁର। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ତୁରନ୍ତ ପୁରୀ ଯାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରିପୋର୍ଟରେ ଆଇନ ମନ୍ତ୍ରୀ ଦର୍ଶାଇଛନ୍ତି, ଏହା ସାମାନ୍ୟ ଦୁର୍ଘଟଣା ଥିଲା। ଏହା ଲୀଳାମୟଙ୍କ ଲୀଳା। ଆହତ ସେବାୟତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯାଇଛି। ରଥ ଉପରେ ଅଣସେବାୟତ ରହିବାର ଠୋସ ଅଭିଯୋଗ ନାହିଁ। ଆଗକୁ ଶୃଙ୍ଖଳିତ ନୀତି ପାଇଁ ପରିଚାଳନା ବୈଠକରେ ନିଷ୍ପତ୍ତି ହେବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ