Masthead

‘୨୪ରେ ଖୋଲିବ ରତ୍ନଭଣ୍ଡାର!’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଖୋଲିବାକୁ ନେଇ ସ୍ପଷ୍ଟ କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । କହିଛନ୍ତି ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତ ସ୍ପଷ୍ଟ। ଯାଞ୍ଚ କମିଟିର ସୁପାରିଶକୁ ମୋହର ମାରିଛି ପରିଚାଳନା କମିଟି। ପରିଚାଳନା କମିଟିର ସୁପାରିଶ ଆଜି ପହଞ୍ଚିବା ପରେ ବିଭିନ୍ନ ଦିଗକୁ ଯାଞ୍ଚ କରାଯିବ।

ଯେଉଁ ଏସଓପି ସୁପାରିଶ ଆସିବ ତାକୁ ବିଭିନ୍ନ ଦିଗକୁ ନେଇ ଯାଞ୍ଚ କରାଯିବ ବୋଲି କହିଛନ୍ତି ପୃଥ୍ୱୀରାଜ । ସେ ଆହୁରି ମଧ୍ୟ କହିଛନ୍ତି ନୀତିକାନ୍ତି ସହ ଖାପ ଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତି ହେବ। ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେ ତାରିଖ ପ୍ରାୟତ ସ୍ପଷ୍ଟ ବୋଲି କହିଛନ୍ତି ଆଇନମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା