Masthead

ଖୁଣ୍ଟ ରେ ପିଟି ହୋଇ ଦୁଇ ବାଇକ ଆରୋହୀ ଙ୍କ ମୃତ୍ୟୁ

ନବରଙ୍ଗପୁର ,(ବଡ଼ ଖବର ବ୍ୟୁରୋ):

ରାଇଘର ବ୍ଲକ ଟିମନପୁର ନିକଟରେ ବିଦ୍ୟୁତ୍ ଖୁଣ୍ଟ ରେ ପିଟି ହୋଇ ଦୁଇ ବାଇକ ଆରୋହୀ ଙ୍କ ଘଟଣା ସ୍ଥଳରେ ମୃତ୍ୟୁ। ମୃତକ ମାନେ ହେଲେ ଗୋବର୍ଦ୍ଧନ ଗଣ୍ଡ ଓ ଓମ୍ ପ୍ରସାଦ ଗଣ୍ଡ ।

ଉଭୟେ ଗୋଟିଏ ବାଇକ ରେ ଟିମନପୁର ରୁ ବିନୟପୁର ଯିବା ସମୟରେ ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ ଖୁଣ୍ଟ ରେ ପିଟି ହୋଇ ଯାଇଥିଲେ ।  ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ରାଇଘର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁଇ ଟି ଶବ ସହ ବାଇକ ଜବତ କରିଛି, ଶବ କୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ