Masthead

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଳୀ:(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ।  ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ କରିଛନ୍ତି। କିନ୍ତୁ ସେ ଜାମିନ ମିଳିବା ସତ୍ତ୍ୱେ ଜେଲରେ ରହିବେ କାରଣ ଇଡି ମାମଲାରେ ଏହି ରିଲିଫ ଦିଆଯାଇଛି। ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଏକ ଦୁର୍ନୀତି ମାମଲାରେ ଏଏପି ଜାତୀୟ ସଂଯୋଜକ କେଜ୍‌ରିଓ୍ବାଲ୍‌ଙ୍କୁ ଜୁନ ୨୬ରେ ସିବିଆଇ ଗିରଫ କରିଥିଲା। ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ପ୍ରସଙ୍ଗରେ ନିଜର ରାୟ ଦେଇଛନ୍ତି।

ଏହାପୂର୍ବରୁ କେଜ୍‌ରିଓ୍ବାଲ୍‌ଙ୍କ ଏହି ଆବେଦନ ମେ ୧୭ରେ ଏସସିରେ ଶୁଣାଣି ହୋଇଥିଲା। ତା’ପରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ସଂରକ୍ଷଣ କରି କହିଛନ୍ତି, ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଜାମିନ ପାଇଁ ଟ୍ରାଏଲ କୋର୍ଟକୁ ଯାଇପାରିବେ। ଏପ୍ରିଲ ୧୫ରେ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଇଡିଙ୍କଠାରୁ ଜବାବ ମାଗିଥିଲେ। ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଏପ୍ରିଲ ୯ରେ ଦିଲ୍ଲୀ ଏଚସିର ଆଦେଶକୁ ସର୍ବୋଚ୍ଚ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଏହି ମାମଲାରେ କେଜ୍‌ରିଓ୍ବାଲ୍‌ଙ୍କ ଗିରଫଦାରୀକୁ ଦିଲ୍ଲୀ ଏଚସି ସମର୍ଥନ କରି କହିଛି ଯେ, ଏଥିରେ କୌଣସି ବେଆଇନତା ନାହିଁ ଏବଂ ଅନୁସନ୍ଧାନରେ ଯୋଗଦେବାକୁ ବାରମ୍ବାର ମନା କରିବା ପରେ ଇଡି ପାଖରେ କୌଣସି ବିକଳ୍ପ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା