Masthead

ପୂର୍ଣ୍ଣାଙ୍ଗ ବଜେଟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରାକ ବଜେଟ ପରାମର୍ଶ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ଆଜି ଅନୁଷ୍ଠିତ ହୋଇଛି ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରାକ ବଜେଟ ପରାମର୍ଶ ବୈଠକ ଅନୁଷ୍ଠତ ହୋଇଛି ।ଲୋକସେବା ଭବନର କନଭେକ୍ସନରେ ଚାଲିଛି ବିଚାର ବିମର୍ଶ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଅଛନ୍ତି।

ଅର୍ଥ ବିଭାଗ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଥିବାରୁ ସେ ଏଥର ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ । କିଛି ଦିନ ତଳେ ବଜେଟ୍ ପାଇଁ ଜନସାଧାରଣଙ୍କ ମତ ଲୋଡ଼ିଥିଲେ । ଏଥିପାଇଁ ହ୍ବାଟ୍ସଆପ୍, ଇ-ମେଲ ଓ ଏସ୍ଏମ୍ଏସ୍ ସୁବିଧା କରାଯାଇଥିଲା । ରାଜ୍ୟର ନୂଆ ସରକାର ନିଜକୁ ଲୋକଙ୍କ ସରକାର ବୋଲି କହୁଛନ୍ତି । ସେଥିପାଇଁ ବଜେଟ୍‌ରେ ସାଧାରଣ ଲୋକଙ୍କ କଲ୍ୟାଣ ନେଇ କିଛି ଘୋଷଣା କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା