Masthead

ରଥ ଉପରକୁ ମୋବାଇଲ ନେଲେ ହେବ କଡା କାର୍ଯ୍ୟାନୁଷ୍ଠାନ: ଅରବିନ୍ଦ ପାଢୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଅରବିନ୍ଦ ପାଢୀ । ଦାୟିତ୍ୱ ନେବା ପରେ ରଥଯାତ୍ରାରେ ହୋଇଥିବା ବିଶୃଙ୍ଖଳା ଓ ଆଗାମୀ ବାହୁଡା ଯାତ୍ରାକୁ ନେଇ ଆକ୍ସନମୋଡକୁ ଆସିଛନ୍ତି । ଦାୟିତ୍ୱ ନେବା ପରେ ସେ କହିଛନ୍ତି ରଥ ଉପରକୁ ମୋବାଇଲ ନେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ନୀତିକାନ୍ତି ଓ ଶୃଙ୍ଖଳାକୁ ପ୍ରାଥମିକତା ଦିଆଯିବ ।

କେବଳ ସେତିକି ନୁହେଁ ସେବା ନଥାଇ ରଥରେ ଚଢ଼ିଲେ କଡ଼ା ହେବ କାର୍ଯ୍ୟାନୁଷ୍ଠାନ । ଏହାକୁ ନେଇ ମୁଖ୍ୟ ପ୍ରଶାସକ କହିଛନ୍ତି କି, ଏବେ ରଥ ଉପରେ ସୀମିତ ସେବାୟତ ଚଢିବାକୁ ଅନୁମତି ଦିଆଯିବ । ଯାହାର ସେବା ନାହିଁ ସେମାନଙ୍କୁ ରଥ ଉପରେ ଚଢିବାକୁ ଅନୁମତି ଦିଆଯିବ ନାହିଁ । ବିଶୃଙ୍ଖଳିତ ଆଚରଣକୁ ବରଦାସ୍ତ କରାଯିବ ନାହିଁ । ରଥଯାତ୍ରାର ବ୍ୟବସ୍ଥାବଳୀକୁ ଅନୁପାଳନ କରାଯିବ । ୩ ଜଣିଆ କମିଟିର ରିପୋର୍ଟ ଆସିଲେ ତର୍ଜମା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ