Masthead

ଲୋକଙ୍କ ଆଶା ପ୍ରତିଫଳିତ କରିବାକୁ ଉଦ୍ୟମ ଜାରି ରହିବ: ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶେଷ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ । ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ମୁଖ୍ୟମନ୍ତ୍ରୀ କହିଛନ୍ତି, ବଜେଟ ପାଇଁ ଲୋକଙ୍କ ମତାମତ ଲୋଡ଼ା ଯାଇଥିଲା। ବିଭିନ୍ନ ବର୍ଗର ଲୋକେ ନିଜ ନିଜର ମତାମତ ଦେଇଛନ୍ତି। ୨୬ଜଣ ମୂଲ୍ୟବାନ ପ୍ରସ୍ତାବ ଦେଇଛନ୍ତି। ସମସ୍ତଙ୍କ ମତାମତକୁ ନେଇ ବଜେଟ ପ୍ରସ୍ତୁତ ହେଉଛି। ଆଗାମୀ ବଜେଟ ଓଡ଼ିଶା ବିକାଶରେ ସହାୟକ ହେବ। ୧୨ ହଜାରରୁ ଅଧିକ ଲୋକ ଅନଲାଇନରେ ମତାମତ ଦେଇଛନ୍ତି।

ଯାହା ପୂର୍ବ ବର୍ଷ ତୁଳନାରେ ଏହା ୬ ଗୁଣା ଅଧିକ। ଲୋକଙ୍କ ଆଶା ପ୍ରତିଫଳିତ କରିବାକୁ ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୫ରେ ନୂଆ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ। ଏହା ପୂର୍ବରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ପ୍ରାକ ବଜେଟ ପରାମର୍ଶ ବୈଠକ ଆୟୋଜିତ ହୋଇଛି। ବୈଠକରେ ବିଭିନ୍ନ ବର୍ଗର ୮୦ରୁ ଅଧିକ ବିଶେଷଜ୍ଞ ସାମିଲ ହୋଇଥିଲେ। ୨୦୨୪-୨୫ ବଜେଟ ରୂପରେଖ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ