Masthead

୧୯ ତାରିଖ ଯାଏଁ ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ପାଇଁ ପାଣିପାଗ କେନ୍ଦ୍ର ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲା ରହିଛି।

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ କାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ