Masthead

ନୀତିକାନ୍ତିରେ ବିଭ୍ରାଟ ପାଇଁ ୮ଲକ୍ଷର ମହାପ୍ରସାଦ ନଷ୍ଟ

ପୁରୀ (ବଡ଼ ଖବର ବ୍ୟୁରୋ): ନୀତିକାନ୍ତିରେ ବିଭ୍ରାଟ ଯୋଗୁ ୮ ଲକ୍ଷ ଟଙ୍କାର ମହାପ୍ରସାଦ ନଷ୍ଟ। ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ଯୋଗୁ ଲକ୍ଷାଧିକ ଟଙ୍କାର ନଷ୍ଟ ହୋଇଛି ମହାପ୍ରସାଦ। ଗତକାଲି ଦ୍ୱିତୀୟ ଭୋଗମଣ୍ଡପ ରାତି ୧୦ଟା ୧୦ ରେ ଶେଷ ହୋଇଥିଲା। ବରାଦି ମହାପ୍ରସାଦ ମଧ୍ୟ ନଷ୍ଟ ହୋଇଛି।

ଠିକ୍ ସମୟରେ ଆଡପ ଅବଢ଼ା ନବାହାରିବାରୁ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ପ୍ରଶାସନ ତୁରନ୍ତ କ୍ଷତିପୂରଣ ଦେଉ। ନୀତିକାନ୍ତି ସୂଚାରୁ ରୂପେ କରାଯାଉ ବୋଲି ସୁଆର ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆରଙ୍କ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ