Masthead

ଦଳ ବିରୋଧୀ କାର୍ଯ୍ୟ କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବାଲେଶ୍ୱର ଜିଲ୍ଲା ସୋର ବିଧାନସଭା ନିର୍ବାଚନମଣ୍ଡଳିର ମାଟିଆମଙ୍ଗଳା ମଣ୍ଡଳ ସଭାପତି ସନାତନ ଦାସ, ଦାଣ୍ଡକାଳୀ ମଣ୍ଡଳ କାର୍ଯ୍ୟକାରୀ ସଭାପତି ରବିନ୍ଦ୍ର ମହାଳିକ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ରାଜାରାମ ମହାପାତ୍ର, ସୋର ଗଣମାଧ୍ୟମ ସଂଯୋଜକ ପ୍ରକାଶ ମାଝୀ, ବାସୁଳି ମଣ୍ଡଳ ପୂର୍ବତନ ସାଧାରଣ ସମ୍ପାଦକ ଶରତ ନାୟକ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ମୁକ୍ତିକାନ୍ତ ମହାପାତ୍ର, କେଶରୀପୁର ଗ୍ରାମ ପଂଚାୟତ ସରପଂଚ ନରେନ୍ଦ୍ର ବିଶ୍ୱାଳ, କେଶରୀପୁର ଗ୍ରାମ ପଂଚାୟତ ସମିତି ସଭ୍ୟ ମୁକେଶ ମଲ୍ଲିକଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଯାଇଛି । ଯାହା ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା