Masthead

ପରଲୋକ ରେ ନିର୍ଦେଶକ ରାଜୁମିଶ୍ର

 

ଭୁବନେଶ୍ୱର,  (ବଡ଼ ଖବର ବ୍ୟୁରୋ): ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଜଟଣୀ ସ୍ଥିତ ଘରେ ବସିଥିବା ବେଳେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ତାଙ୍କ ପତ୍ନୀ ପ୍ରତିମା ମଞ୍ଜରୀ ମିଶ୍ର ସୂଚନା ଦେଇଛନ୍ତି।

ଓଡ଼ିଆ ଚଳଚ୍ଚିତ୍ର ପାଇଁ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ଜୟଦେବ ପୁରସ୍କା ରାଜୁ ମିଶ୍ର ପୁରସ୍କୃତ ହୋଇଥିଲେ। ସେ ଚକାଆଖି ସବୁ ଦେଖୁଛି, ପୁଅ ମୋର କଳାଠାକୁର,  ‘ସାଗର ଗଙ୍ଗା’, ରୁପା ଗାଁ’ର ସୁନା କନିଆ, ସତ ମିଛ, ଉଲକା, ପଥର ଖସୁଛି ବଡ଼ ଦେଉଳୁ, ମମତା ମାଗେ ମୁଲ ଭଳି ହିଟ୍ ଫିଲ୍ମରେ ନିର୍ଦ୍ଦେଶନା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା