ସାଇ ହସ୍ପିଟାଲରେ ଅଗ୍ନିକାଣ୍ଡ

ବାରିପଦା (ବଡ଼ ଖବର ବ୍ୟୁରୋ): ବାରିପଦା ସ୍ଥିତ ଏକ ଘରେଇ ସାଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଭୋର୍ ସମୟରେ ହସ୍ପିଟାଲର ଦ୍ୱୁତୀୟ ମହଲାରେ ଥିବା ଆଇସିୟୁର ଡ୍ୟୁଟି ରୁମରେ ନିଆଁ ଲାଗିଯାଇଥିଲା । ବିଦ୍ୟୁତ୍ ସଟ ସର୍କିଟରୁ ନିଆଁ ଲାଗିଥିବାର ଅନୁମାନ କରାଯାଉଥିବା ବେଳେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି । ସମସ୍ତ ରୋଗୀ ସୁରକ୍ଷିତ ସ୍ଥାନକୁ ସ୍ତାନାନ୍ତର କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!