Masthead

ମାଈ ହାତୀର ମୃତଦେହ ଠାବ ଘଟଣାରେ ୩ ଗିରଫ

ବାରିପଦା (ବଡ଼ ଖବର ବ୍ୟୁରୋ): ମାଈ ହାତୀର ମୃତଦେହ ଠାବ ଘଟଣାରେ ୩ ଭାଇ ଗିରଫ ହୋଇଛନ୍ତି । ରାସଗୋବିନ୍ଦପୁର ରେଞ୍ଜ ନାକିଚୁଆଁ ଗାଁରେ ହାତୀ ମୃତଦେହ ମିଳିଥିଲା । ଘଟଣାର ପର୍ଦ୍ଦାଫାସ କରି ୩ ଭାଇଙ୍କୁ ଗିରଫ କରିଛି ବନବିଭାଗ । ହାତୀ ଘରେ ପଶିଯିବା ଭୟରେ ଲୁହା ତାର ବାଡ଼ରେ କରେଣ୍ଟ ଲଗାଇଥିଲେ ଜେଉଁ କରେଣ୍ଟ ତାର ସଂସ୍ପର୍ଶରେ ଆସି ହାତୀର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି