Masthead

ଚା’ରେ ନିଶା ଦେଇ ଲୁଟ ଉଦ୍ୟମ

ପାରାଦୀପ (ବଡ଼ ଖବର ବ୍ୟୁରୋ): ବସ ଡ୍ରାଇଭର, ହେଲପର ଓ କଣ୍ଡକ୍ଟରଙ୍କୁ ନିଶା ଦେଇ ଲୁଟ୍। ପାରାଦୀପ ବସଷ୍ଟାଣ୍ଡରେ ଘଟିଛି ଘଟଣା । ତ୍ରିଦେବୀ ବସର ଦୁଇଜଣ ଡ୍ରାଇଭର, ଜଣେ କଣ୍ଡକ୍ଟର ଓ ଜଣେ ହେଲପରଙ୍କ ଠାରୁ ଲୁଟ୍ ହୋଇଛି । ଚା’ରେ ନିଶା ଦେଇ ଲୁଟ କରିଥିବା ସୂଚନା । ଗୁରୁତର ୪ ଜଣଙ୍କୁ ପ୍ରଥମେ ଅଠରବାଙ୍କି ଓ ପରେ ଜଗତସିଂହପୁର ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ