Masthead

୧୯ରେ ଓଡ଼ିଶା ଆସିବେ ନଡ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୧୯ ଓ ୨୦ରେ ରାଜ୍ୟ ବିଜେପି ପରିବର୍ଦ୍ଧିତ କାର୍ୟ୍ୟକାରିଣୀ ବୈଠକ ହେବାକୁ ଯାଉଛି । ଏହି ବୈଠକରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ