Masthead

‘ଡୁପ୍ଲିକେଟ ଚାବି କଥା ମିଛ’

ପୁରୀ (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଚାବି ନେଇ ସାଂଘାତିକ ବୟାନ ଦେଲେ ପ୍ରଭୁ ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ଓରଫ ଜଗୁନି । ସେ କହିଛନ୍ତି ଡୁପ୍ଲିକେଟ ଚାବି କଥା ମିଛ, ଯଦି ଡୁପ୍ଲିକେଟ ତେବେ ଖୋଲିଲାନି କାହିଁକି । ପ୍ରକୃତ କଥା ହେଲା, ସେ ତାଲାର ସେ ଚାବି ନୁହେଁ ବୋଲି କହିଛନ୍ତି ଜଗୁନି ।

ଚାବିକୁ ଫୋପାଡ଼ି ଦେଇ ତତ୍କାଳୀନ ଜିଲ୍ଲାପାଳ ଡୁପ୍ଲିକେଟ ଚାବି କଥା କହିଲେ । ସେତେବେଳର ଜିଲ୍ଲାପାଳ କହିଲେ ଚାବି ହଜିଗଲା, ପୁଣି କହିଲେ ମିଳିଗଲା । ଭିତରେ ବିରାଟ ବଡ଼ ଅଘଟଣ ହୋଇଥିବାରୁ ସେ ଚାବି ଫିଙ୍ଗିଦେଲେ । ଏହା ପଛରେ ବିରାଟ ରହସ୍ୟ ରହିଛି, ତଦନ୍ତ ହେବା ଦରକାର । ରତ୍ନଭଣ୍ଡାର ଭିତରେ ଗୁପ୍ତଗୃହ ରହିଛି, ଗଣତି ମାସ ମାସ ଲାଗିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?