Masthead

ପୁଣି ଦାଦନ ଯନ୍ତ୍ରଣା

ନର୍ଲା (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ଜାମ ପଡ଼ା ଗାଁର ବନ୍ ସିଂ ମାଝୀ କିଛି ଦିନ ତଳେ କେରଳକୁ ଦାଦନ ଖଟିବାକୁ ଯାଇଥିଲେ। ସେଠାରେ ସେ ଏକ ଇଟା ଭାଟିରେ କାମ କରିବା ସମୟରେ ଅସୁସ୍ଥ ହେବାରୁମେଡିକାଲ ରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ମେଡିକାଲରେ ହିଁ ତାଙ୍କର ମୃତ୍ୟୁ ଘଟି ଥିଲା । ଖବର ପାଇ ପରିବାର ଲୋକେ ଶବ ଆଣିବା ପାଇଁ ଗତକାଲି କଳାହାଣ୍ଡି ଶ୍ରମ ବିଭାଗ ର ଦ୍ବାରସ୍ଥ ସୋଇଥିଲେ ।

ଇଟା ଭାଟି ମାଲିକ ଓ କଳାହାଣ୍ଡି ପ୍ରଶାସନର ସହଯୋଗରେ ଶବ ଗାଁ କୁ ଫେରିଛି। ରାଜ୍ୟ ରେ ୨୫ ବର୍ଷର ବିଜେଡି ସରକାର୍ ଥିଲା । କିନ୍ତୁ ଲୋକଙ୍କ ରୋଜଗାର ପାଇଁ ଭିତ୍ତି ଭୂମି ପ୍ରସ୍ତୁତ କରିବାରେ ବିଫଳ ଯୋଗୁଁ ଲୋକେ ପେଟ ପାଇଁ ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିବା ନୀତି ଦିନିଆ ଘଟଣା ପରି ମାନେ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼