Masthead

‘ଜବରଦଖଲ କୋଠାରେ ବୁଲିବ ବୁଲଡୋଜର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । କହିଲେ ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର । ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ । ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ ବୋଲି କହିଛନ୍ତି ମନ୍ତ୍ରୀ ।

ଆଗରୁ ଖାଲି ଗରିବଙ୍କ ଘର ଭଙ୍ଗା ହେଉଥିଲା । ଏବେ ବଡ଼ ବଡ଼ିଆଙ୍କ ଭଙ୍ଗାହେବ । ୪ ଡିସିମିଲ୍ ଜାଗାରେ କୁଡ଼ିଆ କରି ରହୁଥିବା ଗରିବ ଜବରଦଖଲକାରୀ ନୁହଁ । ଅଧିକ ଜାଗା ଜବରଦଖଲ କରି ଅଟ୍ଟାଳିକା ନିର୍ମାଣ କରିଥିଲେ ଭଙ୍ଗାଯିବ ବୋଲି କହିଛନ୍ତି ସୁରେଶ ପୂଜାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ