Masthead

ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଲେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଭିନ୍ନ ବିଭାଗ ଉପରେ ନିଘା ରଖିବା ପାଇଁ ଦାୟିତ୍ୱ ବାଣ୍ଟିଲେ ନବୀନ । ନିଜ ଦଳର ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କ କାର୍ୟ୍ୟ ଉପରେ ନିଘା ରଖିବାକୁ ନିଜ ବିଧାୟକଙ୍କୁ ଦାୟିତ୍ୱ ଦେଲେ । ରାଜା ସ୍ୱାଇଁଙ୍କୁ ରାଜସ୍ୱ, ପ୍ରମିଳାଙ୍କୁ ପଞ୍ଚାୟତିରାଜ, ବଦ୍ରିଙ୍କୁ ମହିଳା ଓ ଶିଶୁ ବିକାଶ ଦାୟିତ୍ୱ ଦେଇଛନ୍ତି ।

ସେହିପରି ନିରଞ୍ଜନ ପୂଜାରୀଙ୍କୁ ଗୃହ, ପ୍ରସନ୍ନ ଆଚାର୍ୟ୍ୟଙ୍କୁ ଅର୍ଥ, ପ୍ରତାପ ଦେବଙ୍କୁ ଜିଏ ଦାୟିତ୍ୱ ଦେଇଛନ୍ତି । ଅରୁଣଙ୍କୁ ଜଳ ସଂପଦ, ବ୍ରଜ ପ୍ରଧାନଙ୍କୁ ସ୍ୱାସ୍ଥ୍ୟ, ରାଜେନ୍ଦ୍ର ଢୋଲକିଆଙ୍କୁ ଗଣଶିକ୍ଷା ଭାବେ ଦାୟିତ୍ୱ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ