Masthead

ଭିତର ରତ୍ନଭଣ୍ଡାରରେ ଗଜପତି ମହାରାଜା

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଶ୍ରୀନଅରରୁ ବାହାରି ଶ୍ରୀମନ୍ଦିର ଗଲେ ଗଜପତି ମହାରାଜା । ଦକ୍ଷିଣ ଦ୍ୱାର ଦେଇ ପ୍ରବେଶ କଲେ ଗଜପତି ମହାରାଜା । ଭିତର ରତ୍ନଭଣ୍ଡାରରେ ଗଜପତି ମହାରାଜା ସ୍ଥିତି ଅନୁଧ୍ୟାନ କରିବେ ।

ପ୍ରଥମ ଥର ଯେତେବେଳେ ରତ୍ନଭଣ୍ଡାର ଖୋଲାଯାଇଥିଲା ସେସମୟରେ ଭଣ୍ଡାର ଭିତରକୁ ଗଜପତିଙ୍କ ପ୍ରତିନିଧି ଯାଇଥିଲେ । ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ଯାଞ୍ଚ କମିଟି ପକ୍ଷରୁ ବସିଥିବା ବୈଠକରେ ଭିତର ରତ୍ନଭଣ୍ଡାରକୁ ଯିବା ପାଇଁ ଗଜପତି ମହାରାଜଙ୍କୁ ଅନୁରୋଧ କରାଯାଇଛି ବୋଲି କମିଟି ଅଧ୍ୟକ୍ଷ ଓ ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ