Masthead

ଝାରସୁଗୁଡ଼ାରେ ବୁଲିଲା ମୋହନଙ୍କ ବୁଲଡୋଜର

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଚାଲିଲା ମୋହନ ସରକାରଙ୍କ ବୁଲଡୋଜର । ଝାରସୁଗୁଡ଼ା ବନ୍ଧବାହାଲରେ ଚାଲିଲା ବୁଲଡୋଜର । ଅପରାଧିକ ମାମଲାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସମ୍ପତ୍ତିରେ ଚାଲିଲା ବୁଲଡୋଜର । ଏମଡି ସୋନୁ ଜବରଦଖଲ କରିଥିବା ଜାଗାରେ ଚାଲିଲା । ବୁଲଡୋଜର ଚଢାଇ ଜବରଦଖଲ ଉଚ୍ଛେଦ କରାଯାଇଛି । ମାଂସ ଦୋକାନ, ଗ୍ୟାରେଜ ଓ ରାସନ ଦୋକାନ ଗୁଣ୍ଡ ହୋଇଯାଇଛି ।

ଏମଡି ସୋନୁ ନାଁରେ ୪ଟି ଅପରାଧିକ ମାମଲା ରହିଛି । ପରିବାର ନାଁରେ ରହିଛି ୩୦ରୁ ଅଧିକ ମାମଲା ଥିବା ଜଣାପଡ଼ିଛି । ଅପରାଧିକ ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ମୋହନ ସରକାରଙ୍କ ଏହି କଡା ଆଭିମୁଖ୍ୟ ଗ୍ରହଣ କରି ବନ୍ଧବାହାଲରେ ଏହି ଜବରଦଖଲ ଉଛେଦ କରାଯାଇଛି  । ଆଗାମୀ ଦିନରେ ଖଡାମ ଏବଂ ସରଣ୍ଡାମାଲ ମୌଜାରେ ଜବର ଦଖଲ ଉଛେଦ କରାଯିବ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ