‘ସିଏମଙ୍କ ସୁଗର ଲେଭଲ କମିଛି, କୋମାକୁ ଯାଇପାରନ୍ତି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେଜ୍ରିୱାଲଙ୍କୁ ହତ୍ୟା କରିବା ପାଇଁ ବିଜେପି ଷଡଯନ୍ତ୍ର କରୁଛି । କିଛି ଏମିତି କହିଛନ୍ତି ଆପ ନେତା ଆତିଶୀ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ମାମଲାରେ ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କ ମୁଖ୍ୟ ସଚିବଙ୍କ ଚିଠିରେ ଆମ ଆଦମୀ ପାର୍ଟିର ପ୍ରତିକ୍ରିୟା ଆସିଛି। ଦିଲ୍ଲୀ ସରକାରୀ ମନ୍ତ୍ରୀ ତଥା ଆପ ନେତା ଆତିଶୀ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ହତ୍ୟା କରିବା ପାଇଁ ବିଜେପି ଷଡଯନ୍ତ୍ର କରୁଛି।

ଦିଲ୍ଲୀ ସରକାରୀ ମନ୍ତ୍ରୀ ଆତିଶୀ କହିଛନ୍ତି , ସିଏମ କେଜ୍ରିୱାଲଙ୍କ ସୁଗାର ହ୍ରାସ ପାଇଛି। ମୁଖ୍ୟମନ୍ତ୍ରୀ କୋମାକୁ ଯାଇପାରନ୍ତି। ଏଭଳି ପରିସ୍ଥିତିରେ ତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ ହେବାର ଆଶଙ୍କା ରହିଛି। ଆତିଶୀଙ୍କ ଏହି ବୟାନ ଦିଲ୍ଲୀର ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କ ପ୍ରଧାନ ସଚିବଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଉପରେ ଅଭିଯୋଗ ଆଣିବା ପରେ ଆସିଛି। ସେ ଅଭିଯୋଗ କରିଥିଲେ, ଅରବିନ୍ଦ କେଜ୍ରିଓ୍ବାଲ ଜେଲରେ କମ କ୍ୟାଲୋରୀ ଖାଉଛନ୍ତି, ଯେଉଁଥିପାଇଁ ତାଙ୍କ ଓଜନ ହ୍ରାସ ପାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ