Masthead

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି : ଭକ୍ତ ରଞ୍ଜନ ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ନାହିଁ କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି । ସେ କହିଛନ୍ତି ଗଞ୍ଜାମ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରଚୁର ବର୍ଷା ହୋଇଛି । ଗତକାଲି ସୁଦ୍ଧା ଜଳଭଣ୍ଡାର ସ୍ଥିତି ଠିକ୍‌ ନଥିଲା, ଏବେ ସ୍ଥିତି ଭଲ ଅଛି ।

ପାହାଡ଼ିଆ ଅଞ୍ଚଳରେ ଫ୍ଲାସ ଫ୍ଲଡ୍ ହୋଇଛି ବୋଲି କହିଛନ୍ତି ଭକ୍ତ ରଞ୍ଜନ ମହାନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ମାଲକାନଗିରିରେ ୨୦୦ ମିମିରୁ ଅଧିକ ବର୍ଷା ହୋଇଥିବାରୁ ରାସ୍ତା ବୁଡ଼ିଛି । ହୀରାକୁଦ ଜଳଭଣ୍ଡାର ସ୍ଥିତି ଭଲ ନାହିଁ, ଗତବର୍ଷ ତୁଳନାରେ ୧୧ ଫୁଟ୍ ତଳେ ଜଳ ରହିଛି । ଆଗାମୀ ୨ ଦିନରେ ହେବାକୁ ଥିବା ବର୍ଷାରେ ଜଳଭଣ୍ଡାର ସ୍ଥିତି ଭଲ ହେବ । ଜୁନ୍ ୧ରୁ ଫ୍ଲଡ୍ କଣ୍ଟ୍ରୋଲ୍ ରୁମ୍‌ ଖୋଲା ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ