Masthead

କେରଳରେ ଫେରିଲା ମାସ୍କ, ୧୪ ବର୍ଷୀୟ ବାଳକ ନିପା ଭାଇରସ୍ ଆକ୍ରାନ୍ତ ଚିହ୍ନଟ

କେରଳ (ବଡ଼ ଖବର ବ୍ୟୁରୋ): କେରଳରେ ପୁଣି ଡରାଇଲା ନିପା ଭାଇରସ୍। କେରଳର ଥିରୁଅନନ୍ତପୁରମରେ ଜଣେ ୧୪ ବର୍ଷୀୟ ବାଳକ ନିପା ଭାଇରସ୍ ରେ ସଂକ୍ରମଣ ହୋଇଥିବା‌ ଚିହ୍ନଟ କରାଯାଇଛି। ତେବେ ବାଳକ ଜଣକ କାହା ସଂସ୍ପର୍ଶରେ ଆସିଛନ୍ତି, ସେ ନେଇ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏହା ସହିତ ଆକ୍ରାନ୍ତ ଚିହ୍ନଟ ଅଞ୍ଚଳର ୩ କିମି ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ଜାରି କରାଯାଇଛି ।

ସେପଟେ ଏହି ଭାଇରସ ଚିହ୍ନଟ ପରେ ମାଲାପୁରମବାସୀଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି ପ୍ରଶାସନ। ଶନିବାର ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ସମ୍ପୃକ୍ତ ବାଳକର ସ୍ଵାସ୍ଥ୍ୟବସ୍ଥା ସ୍ଥିର ରହିଛି। ଏହାପରେ ସଜାଗ ରହିଛି ସ୍ଵାସ୍ଥ୍ୟ ବିଭାଗ। କେରଳ ସ୍ଵାସ୍ଥ୍ୟମନ୍ତ୍ରୀ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି