Masthead

ଓଡ଼ିଶା ପ୍ରଦେଶ କମିଟିକୁ ଭଙ୍ଗ କଲା AICC

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା କଂଗ୍ରେସରେ ବଡ଼ ହଲଚଲ । ଭାଙ୍ଗିଲା ଓଡ଼ିଶା ପିସିସି । ଓଡ଼ିଶା ପ୍ରଦେଶ କମିଟିକୁ ଭଙ୍ଗ କଲା ଏଆଇସିସି । ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ସବୁ କମିଟି ଭଙ୍ଗ । ପିସିସି ଓ କାର୍ଯ୍ୟକାରୀ କମିଟିକୁ ଭାଙ୍ଗି ଦିଆଗଲା । ଜିଲ୍ଲା, ବ୍ଲକ୍‌ ଓ ମଣ୍ଡଳସ୍ତରୀୟ କମିଟି ମଧ୍ୟ ଭାଙ୍ଗିଲା । ବର୍ତ୍ତମାନର ଜିଲ୍ଲା ସଭାପତିଙ୍କୁ କାମଚଳା ସଭାପତି ଦାୟିତ୍ୱ ।

ସେପଟେ ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମଙ୍କୁ ଦାୟିତ୍ୱ । ରାମଚନ୍ଦ୍ର କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା । ୩ଥର ବିଧାନସଭାକୁ ନିର୍ବାଚିତ ରାମଚନ୍ଦ୍ର କାଡାମ । ସେହିପରି ଅଶୋକ ଦାସଙ୍କୁ କଂଗ୍ରେସ ବିଧାୟକ ଦଳ ଉପନେତା ଭାବେ ଦାୟିତ୍ୱ ମିଳିଛି । କଂଗ୍ରେସ ଦଳର ମୁଖ୍ୟ ସଚେତକ ହେଲେ ସିଏସ ରାଜନ ଏକ୍କା । ସେପଟେ ଭଙ୍ଗ ହେଲା ଓଡିଶା ପ୍ରଦେଶ କଂଗ୍ରେସ କମିଟି । କମିଟି ଭଙ୍ଗ କଲା ଏଆଇସିସି । ପିସିସି ଓ ସମସ୍ତ କମିଟି ଭଙ୍ଗ ହେଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର