Masthead

ଆଜିଠୁ ସଂସଦର ବଜେଟ୍ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବାକୁ ଯାଉଛି ସଂସଦର ବଜେଟ୍ ଅଧିବେଶନ। ଏହା ଅଗଷ୍ଟ ୧୨ ତାରିଖ ଯାଏଁ ଚାଲିବ। ଅଧିବେଶନରେ ମୋଟ୍ ୧୯ଟି କାର୍ଯ୍ୟଦିବସ ରହିଛି। ସରକାର ଏହି ସମୟରେ ୬ଟି ବିଲ୍ ଆଗତ କରିବାର ସମ୍ଭାବନା ରହିଛି। ୨୩ ତାରିଖରେ ବଜେଟ୍ ଉପସ୍ଥାପନ ହେବ। ମୋଦୀ ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

ଆଜି ପ୍ରଥମ ଦିନରେ ଗୃହରେ ଉପସ୍ଥାପନ ହେବ ୨୦୨୩-୨୪ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ। ବଜେଟ୍ ଅଧିବେଶନ ପୂର୍ବରୁ ଗୃହ କାର୍ଯ୍ୟକୁ ସୁରୁଖୁରୁରେ ଚଳାଇବା ପାଇଁ ସବୁ ଦଳର ସହଯୋଗ ଲୋଡିଥିଲେ କେନ୍ଦ୍ର ସରକାର। ଆଜି କଂଗ୍ରେସର ସଂସଦୀୟ ଦଳ ବୈଠକ ବସିବାକୁ ଥିବାବେଳେ ନିଟ୍ ଅନିୟମିତତା, ବେରୋଜଗାରୀ ଏବଂ ଜାତୀୟ ସୁରକ୍ଷା ଆଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା