Masthead

୪ ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଗୃହ ଆରମ୍ଭରୁ ହଟ୍ଟଗୋଳ। ଉଭୟ ବିଜେଡି ଓ କଂଗ୍ରେସ ସଦସ୍ୟଙ୍କ ମିଳିତ ପ୍ରତିବାଦ। ବାଚସ୍ପତିଙ୍କ ପୋଡ଼ିଅମ ନିକଟରେ ପ୍ରତିବାଦ। କଂଗ୍ରେସ ବି ଓଡ଼ିଆ ଅସ୍ମିତା କଥା କହି ଗୃହ ମଧ୍ୟଭାଗକୁ ଓହ୍ଲାଇଥିଲା। ଗୃହ ୪ ଟା ପର୍ଯ୍ୟନ୍ତ ମୁଲତବୀ। ପଏଣ୍ଟ ଅଫ ଅର୍ଡରରେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ଯେଉଁ ବିଜେଡି ଆଜି ପ୍ରତିବାଦ କରୁଛି ପୂର୍ବରୁ, ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ଦିବ୍ୟ ଶଙ୍କର ମିଶ୍ରଙ୍କ ଘଟଣାରେ କୁଆଡେ ଯାଇଥିଲ ବୋଲି ପ୍ରଶ୍ନ କରିଛନ୍ତି।

ସେହିପରି ବିଧାୟକ ଟଙ୍କଧର ତ୍ରିପାଠୀ ମଧ୍ୟ ୨୪ ବର୍ଷ ହେଲା ଓଡ଼ିଆ ଅସ୍ମିତା କଥା କେତେ ଥର ବିଜେଡି କହିଥିଲା ବୋଲି ପ୍ରଶ୍ନ କରିଥିଲେ। ଯେଉଁମନେ ୨୪ବର୍ଷ ଶାସନରେ ରହିଲା ବେଳେ ଯେଉଁମାନେ ଥିଲେ ତାଙ୍କ ନାମରେ ଜଘନ୍ୟ ଅପରାଧ ରହିଛି ସେମାନେ ଓଡ଼ିଆ ଅସ୍ମିତା କଥା କହୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ