Masthead

ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦି ୩.୦ ସରକାରର ପ୍ରଥମ ବଜେଟ୍ ଉପସ୍ଥାପନ ହୋଇଛି। ୨୦୨୪-୨୫ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଆଗତ ହୋଇଛି।  ଏହି ଅବସରରେ ବ୍ୟକ୍ତିଗତ ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ । ନୂଆ ବ୍ୟବସ୍ଥା ଅନୁସାରେ ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ଶୂନ ।

୩ ଲକ୍ଷରୁ ୭ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୫% ।  ୭ ଲକ୍ଷରୁ ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୦%  । ୧୦ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୫%  । ୧୨ରୁ ୧୫ ଲକ୍ଷ ଆୟ ପାଇଁ ଆୟକର ୨୦% । ୧୫ ଲକ୍ଷରୁ ଅଧିକ ଆୟ ପାଇଁ ଆୟକର ୩୦%  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି