Masthead

ଆଜି ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ। ଆଜି ବି ସରଗରମ ରହିବ ଗୃହ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ପ୍ରଥମ ଦୁଇ ଦିନ ଚାଲିପାରିନାହିଁ ଗୃହ। ଏହାରି ଭିତରେ ଆଜି ଗୃହ ସ୍ୱାଭାବିକ ଚାଲିବ ନା ବିରୋଧୀଙ୍କ ହଙ୍ଗାମାରେ ଚାଲିଯିବ ଦିନ। ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି।

ସେପଟେ ଆଜି ଉପବାଚସ୍ପତି ନିର୍ବାଚନ ହେବ। ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିର ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ନାମାଙ୍କନ ଦାଖଲ କରିଛନ୍ତି। ଭବାନୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ତୃତୀୟ ଦିନରେ କୃଷି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି ଭଳି ବିଭିନ୍ନ ବିଭାଗ ଉପରେ ଆଲୋଚନା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼