Masthead

କେନ୍ଦୁଝରରେ ମୋହନ ସରକାରଙ୍କ ବଡ଼ ଆକ୍ସନ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଆଜି ସକାଳୁ ସକାଳୁ କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ସନ୍ତରାପୁର ଗ୍ରାମରେ ଡିଏଫଓଙ୍କ ତତ୍ବାବଧାନରେ ସାନ୍ତରାପୁର ଗ୍ରାମରେ ବନ ବିଭାଗର ବଡ ଧରଣର ଚଢ଼ାଉ କରିଛି । ଘଟଣାସ୍ଥଳରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୭ ଟ୍ରିପରୁ ଉର୍ଦ୍ଧ୍ବ କାଠ ଜବତ ହୋଇଥିବା ଜଣାପଡିଛି ।

ଆଗକୁ ଆହୁରି ମଧ୍ୟ କାଠ ଜବତ ହେବାର ସମ୍ଭାବନା ଥିବା ବେଳେ ଚଢ଼ାଉ ଜାରି ରହିଛି। ଏତେ ପରିମାଣର କାଠ ଦେଖି ବନ ବିଭାଗ ତାଜୁବ ହୋଇଯାଇଛି । ତେବେ ଘଟଗାଁ ବ୍ଲକ ସନ୍ତରାପୁର ଗ୍ରାମ କେନ୍ଦୁଝର ଜିଲ୍ଲାର ଚୋରା କାଠ ମାଫିଆଙ୍କ ହବ କୁହାଯାଉଥିବା ବେଳେ ଅନେକ ବାର ବନ ବିଭାଗ ଚଢ଼ାଉ କରି ବିଫଳ ହେଉଥିବା ବେଳେ ଆଜି ବନ ବିଭାଗକୁ ବଡ ସଫଳତା ମିଳିଛି ।

ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ୭ଟ୍ରିପ ରୁ ଉର୍ଦ୍ଧ୍ବ ଚୋରା କାଠ ଜବଦ ହୋଇଥିବା ବେଳେ ଆଗକୁ ଚଢ଼ାଉ ଜାରି ରହିଛି। ଘଟଣାସ୍ଥଳରେ ଡି. ଏଫ୍. ଓ ଏଚଡି ଧନରାଜ୍, ଘଟଗାଁ ଏଡିପିଓ, ଘଟଗାଁ ତହସିଲଦାର ଓ ବିପୁଳ ଫୋର୍ସ ମୁତୟନ ରହି ବର୍ତ୍ତମାନ ପର୍ଯ୍ୟନ୍ତ ଚଢ଼ାଉ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ