Masthead

ଯେମିତି ପାଣି ବିନା ମାଛ ଛଟପଟ, କ୍ଷମତା ବିନା ବିଜେଡି: ଟଙ୍କଧର ତ୍ରିପାଠୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ। ଆଜି ବି ଗତକାଲି ଭଳି ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ କରି କକ୍ଷତ୍ୟାଗ କରିଛନ୍ତି ବିଜେଡି ସଦସ୍ୟ । ଗୃହକୁ ୪ଟା ଯାଏ ମୁଲିତବୀ ଘୋଷଣା କରିଛନ୍ତି ବାଚସ୍ପତି । ତେବେ ଶୂନ୍ୟକାଳରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ବିଜେଡି ଉପରେ ବର୍ଷିଛନ୍ତି । ସେ କହିଛନ୍ତି ଗୃହର ପରମ୍ପରା ନିର୍ବାହ କରିବା ଗଣତନ୍ତ୍ରରେ ସମସ୍ତ ସଦସ୍ୟଙ୍କ କର୍ତ୍ତବ୍ୟ ।

୨୪ ବର୍ଷର ସରକାରରେ ଥିଲେ । ଏବେ ବିରୋଧୀରେ ବସି ଆସହିଷ୍ଣୁ ହୋଇ ପଡିଛନ୍ତି । ଯେମିତି ପାଣି ବିନା ମାଛ ଛଟପଟ ହୁଏ, ବିଜେଡି କ୍ଷମତାରୁ ଯିବା ପରେ ସେମିତି ହେଉଛି । କାରଣ ମୋହନ ସରକାର ସବୁ କାମ କରୁଛନ୍ତିା କାର୍ଯ୍ୟ ପରାମର୍ଶଦାତା କମିଟିକୁ କ’ଣ ଯାଏ, ତାହା ସେମାନେ ଆଗ ଜାଣନ୍ତୁ ବୋଲି କହିଛନ୍ତି ଟଙ୍କଧର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ