Masthead

ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହରେ ଲୋୟର ସୁକତେଲ ପ୍ରକଳ୍ପ ଝଡ । ମୁହାଁମୁହିଁ ହେଲେ ଶାସକ-ବିରୋଧୀ । ଜଳସମ୍ପଦ ବିଭାଗକୁ ନେଇ ପ୍ରଶ୍ନକାଳରେ ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ସାଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ଦେଇ ଲୋୟର ସୁକତେଲ ଉଦ୍ଘାଟନ ହୋଇଯାଇଛି ସତ୍ କିନ୍ତୁ ଜମିକୁ ଆଜି ବି ଜଳ ମିଳୁନଥିବା ମନ୍ତ୍ରୀ ଗୃହରେ ଉତ୍ତର ରଖିଥିବା ବେଳେ ସୁବର୍ଣ୍ଣପୁର ବିଧାୟକ ନିରଞ୍ଜନ ପୂଜାରୀ ତାକୁ ନେଇ ଉଠାଇଥିଲେ ପ୍ରଶ୍ନ ? ସେ କହିଥିଲେ ମନ୍ତ୍ରୀ ଯାହା ଉତ୍ତର ରଖିଲେ ତାହା ଠିକ୍ ନୁହେଁ।

କାହିକିଁ ନା ଆମ ସରକାର ସମୟରେ ଖିଲି ଖିଲି ହୋଇ ଉଦ୍ଘାଟନ ସମୟରେ ଜଳ ସେହି ପ୍ରକଳ୍ପରୁ ବାହାରୁ ଥିଲା । ତେଣୁ ମନ୍ତ୍ରୀ ଉତ୍ତର ରଖନ୍ତୁ କି ଗ୍ରାବିଟ ପ୍ରକଳ୍ପ କଣ ? ଏଥିରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଏବଂ ସାଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖି କହିଥିଲେ କି ଆପଣଙ୍କ ସରକାର ତଥା ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନକୁ ଆଖି ଆଗରେ ରଖି ତରବରିଆ ଭାବେ ଉଦଘାଟନ କରିଦେଲେ କିନ୍ତୁ ଆଜିବି ସେଠୁ ଜଳ ଚାଷ ଜମିକୁ ଯାଉନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!