Masthead

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ମାଡ

ବରୀ (ବଡ଼ ଖବର ବ୍ୟୁରୋ): ବରୀ ବ୍ଲକ କାର୍ୟ୍ୟାଳୟ ପରିସରରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ମାଡ ହୋଇଥିବାନେଇ ଥାନାରେ ଅଭିଯୋଗ ହୋଇଛି । ଯାଜପୁର ଜିଲ୍ଲା ବରୀ ବ୍ଲକ କାର୍ୟ୍ୟାଳୟ ପରିସରରେ ବରୀ ବ୍ଲକ କାର୍ୟ୍ୟାଳୟ ପରିସରରେ କୌଣସି ଏକ କାମ ପାଇଁ ଉଭୟ ଠିକାଦାର ଓ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହେଉଥିବା ବେଳେ ଠିକାଦାର ଉମେଶ ଚନ୍ଦ୍ର ଦାସ ରାଗିଯାଇ ଅସଭ୍ୟ ଭାଷାରେ ଗଳି ଗୁଲଜ କରିବା ସହ ମାଡ ମାରିଥିବା ସହକାରୀ ନିର୍ବାହୀ ଯନ୍ତ୍ରୀ ବରୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏ ନେଇ ବରୀ ଥାନା ଲିଖିତ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ପୋଲିସ । ସେପଟେ ଅନେକ କାର୍ୟ୍ୟ ନିମ୍ନ ମାନର କରିବା ସହ ଫଲ୍ସ ବିଲ କରିବାକୁ କିଛି ମାସ ହେବ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଉପରେ ଉମେଶ ଦାସ ଚାପ ପକାଉଥିଲେ ବୋଲି ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି