Masthead

ଆଜି ବସିବ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ୱତନ୍ତ୍ର ତଦାରଖ କମିଟି ବୈଠକ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ଏଏସଆଇ ସହ ବୈଠକ। ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ହେବ ଆଲୋଚନା। ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଜି ପୂର୍ବାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ଅଧ୍ୟକ୍ଷତା କରିବେ।

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏଏସଆଇ ଅଧିକାରୀମାନେ ଯୋଗଦେବେ। ବାହାର ଓ ଭିତର ଭଣ୍ଡାରରୁ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ ହୋଇସାରିଛି। ଏଏସଆଇ ପକ୍ଷରୁ ପ୍ରାଥମିକ ଯାଞ୍ଚ ଆରମ୍ଭ ହୋଇଥିବା ବେଳେ କେବେ ଏହାର ମରାମତି ହେବ, ସେ ନେଇ ଆଜିର ବୈଠକରେ ଆଲୋଚନା କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା