Masthead

୨୮ ଦିନିଆ ଅନଶନରେ ବସିବେ ସୋନମ ୱାଙ୍ଗଚୁକ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୨୮ ଦିନିଆ ଅନଶନରେ ବସିବେ ଜଳବାୟୁ କର୍ମୀ ସୋନମ ୱାଙ୍ଗଚୁକ୍‌ । ଲଦାଖକୁ ରାଜ୍ୟ ମାନ୍ୟତା ଦେବା ଏବଂ ଏହି କେନ୍ଦ୍ରଶାସିତ ଅଞ୍ଚଳର ସାମ୍ବିଧାନିକ ସୁରକ୍ଷା ପାଇଁ କେନ୍ଦ୍ର ସରକାର ଯଦି ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ଆଲୋଚନା ପାଇଁ ନ ଡାକନ୍ତି, ତେବେ ଆଗାମୀ ସ୍ୱାଧୀନତା ଦିବସରୁ ଜଳବାୟୁ କର୍ମୀ ସୋନମ ୱାଙ୍ଗଚୁକ୍‌ ୨୮ ଦିନିଆ ଅନଶନରେ ବସିବେ ବୋଲି ରବିବାର ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସପ୍ତାହରେ କାର୍ଗିଲ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ଦ୍ରାସ୍‌ ଯାଇଥିବାବେଳେ ଲେହ ଆପେକ୍ସ ବଡି (ଏବିଏଲ୍‌) ଏବଂ କାର୍‌ଗିଲ୍‌ ଡେମୋକ୍ରାଟିକ୍‌ ଆଲିଆନ୍ସ (କେଡିଏ) ପକ୍ଷରୁ ଦାବିପତ୍ର ଦିଆଯାଇଥିଲା। ନୂଆ ସରକାର କେତେକ ବଳିଷ୍ଠ ପଦକ୍ଷେପ ନେବା ଆଶା କରାଯାଉଛି ବୋଲି ୱାଙ୍ଗଚୁକ ଏକ ଗଣମାଧ୍ୟମକୁ ସାକ୍ଷାତକାର ଦେଇ କହିଛନ୍ତି। ସରକାର କୌଣସି ପଦକ୍ଷେପ ନ ନେଲେ ସେ ୭୮ତମ ସ୍ବାଧୀନତା ଦିବସରୁ ଅନଶନରେ ବସିବେ ବୋଲି ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ