Masthead

ହାୱଡ଼ା-ମୁମ୍ବାଇ ଏକ୍ସପ୍ରେସ୍ ଲାଇନଚ୍ୟୁତ, ରେଲୱେ ପକ୍ଷରୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାର ବିଳମ୍ବିତ ରାତିରେ ରାଜଖରସୁଆଁର- ବଡାବାମ୍ବୋଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି ହାୱଡା-ମୁମ୍ବାଇ ମେଲ୍ ଏକ୍ସପ୍ରେସ୍ ଟ୍ରେନ୍ । ଟ୍ରେନର ୫ଟି କୋଚ୍ ଲାଇନଚ୍ୟୁତ ହେବା ପରେ ଏକ ଗୁଡ୍ସ ଟ୍ରେନ ସହ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଆରପିଏଫ୍ ଓ ରେଲୱେ ଅଧିକାରୀ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି । ପ୍ରାଥମିକ ସୂଚନା ଅନୁସାରେ ୬ ଯାତ୍ରୀ ଆହତ ହୋଇଛନ୍ତି । ଚକ୍ରଧରପୁର ଡିଭିଜନ୍‌ର ରାଜଖରସୁଆଁରୁ ୭ କିମି ଦୂରରେ ଦୁର୍ଘଟଣା ହୋଇଛି । ରାଉରକେଲା, ଝାରସୁଗୁଡ଼ା, ଚକ୍ରଧରପୁର, ଟାଟାନଗର ପାଇଁ ହେଲ୍ପଲାଇନ୍‌ ଜାରି କରାଯାଇଛି ।

ରାଉରକେଲା 0661-2501072/2500244/2500191/2500171
ଝାରସୁଗୁଡ଼ା ପାଇଁ ହେଲ୍ପ ଲାଇନ୍‌ ନମ୍ବର 06645-272530
ଚକ୍ରଧରପୁର ପାଇଁ ହେଲ୍ପଲାଇନ୍‌ ନଂ 72770, 06587-238072
ଟାଟାନଗର ପାଇଁ ହେଲ୍ପଲାଇନ୍‌ ନଂ 0657-2290324, RLY-73523
ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା