Masthead

ଆଜି ବି ସରଗରମ ରହିପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଅଧିବେଶନର ସପ୍ତମ ଦିନ। ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ପ୍ରସଙ୍ଗରେ ପ୍ରଶ୍ନକାଳ ରହିଛି।

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କଂଗ୍ରେସ ସ୍ୱାଧିକାର ଭଙ୍ଗ ପ୍ରସ୍ତାବ ଆଣି ଗୃହରେ ସୋମବାର ହଟ୍ଟଗୋଳ କରିଥିବାରୁ ମଙ୍ଗଳବାର ଦଳର ଆଭିମୁଖ୍ୟ କଣ ରହିବ ତାହା ଉପରେ ସଭିଙ୍କ ନଜର ରହିଛି। ସେହିପରି ୨୦୨୪-୨୫ ଆର୍ଥିକ ବଜେଟ୍ ଉପରେ ପୁନର୍ବାର ସାଧାରଣ ଆଲୋଚନା ହେବ। ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖାଅନୁଦାନ ପାରିତ କରିବା ପାଇଁ ଗୃହର ସହଯୋଗ ଲୋଡିବେ। ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା