Masthead

ଭଦ୍ରକ ସହରରେ ବୁଲିଲା ବୁଲଡୋଜର

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ସହରରେ ବୁଲିଲା ବୁଲଡୋଜର । ମୋହନ ସରକାରରେ ଭଦ୍ରକ ସହରରୁ ବେଆଇନ୍ ଜବରଦଖଲ ଉଚ୍ଛେଦ କରୁଛି ପ୍ରଶାସନ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଟାଉନ୍ ହଲ୍ ପର୍ଯ୍ୟନ୍ତ ଚାଲିଛି ଜବରଦଖଲ ଉଚ୍ଛେଦ । ୪ ପ୍ଲାଟୁନ୍ ଫୋର୍ସ ସହ ୪ ଇନ୍ସପେକ୍ଟର, ସିଟି ଡିଏସପି, ତହସିଲଦାର ଉପସ୍ଥିତ । ଉଠା ଦୋକାନୀଙ୍କ ଯୋଗୁଁ ସହରରେ ସୃଷ୍ଟି ହେଉଥିଲା ଟ୍ରାଫିକ୍ ସମସ୍ୟା । ସୂଚନା ଅନୁସାରେ ଦୀର୍ଘ ଦିନ ଧରି ଭଦ୍ରକ ସହରେ ଥିବା ଜବରଦଖଲକାରୀଙ୍କ ଦୋକାନ ବଜାର ଭାଙ୍ଗିଲେ ଜିଲ୍ଲା ପ୍ରଶାସନ । ଯାତାୟତ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଥିଲେ ଜିଲ୍ଲାବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ