Masthead

ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଗିରଫ

ଧର୍ମଗଡ଼(ବଡ଼ ଖବର ବ୍ୟୁରୋ): ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଗିରଫ । ୫ ଲକ୍ଷ ଟଙ୍କା ସହ ଧରାପଡ଼ିଥିଲେ ଗୋଲାମୁଣ୍ଡା ବିଡିଓ । ଭବାନୀପାଟଣାରୁ ମିଟିଂ ସାରି ଫେରିବା ବେଳେ ଧରାପଡ଼ିଥିଲେ । ୪.୯୨ ଲକ୍ଷ ଟଙ୍କା ଜବତ ମାମଲାରେ ଗିରଫ କଲା ଭିଜିଲାନ୍ସ । ସରକାରୀ ଗାଡ଼ିରେ ଫେରିଲାବେଳେ ଜାରିଂ ଛକରେ ଧରାପଡ଼ିଥିଲେ । ଜବତ ଟଙ୍କାର ତଥ୍ୟ ପ୍ରମାଣ ଦେଇପାରି ନଥିଲେ ବିଡିଓ । ଯେଉଁଥି ପାଇଁ ତାଙ୍କୁ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି