Masthead

ଭବିଷ୍ୟତରେ ବିଜେଡି ରହିବନି: ଢାଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମମତା ମହାନ୍ତ ବିଜେପିରେ ମିଶିବାକୁ ନେଇ ବିଜେଡିକୁ ଟାର୍ଗେଟ ବିଜେପି ନେତା ଅରବିନ୍ଦ ଢାଲି । କହିଲେ ଖାଲି ହୋଇଯିବ ବିଜେଡି ବସା । ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି । ଜାତୀୟ ଦଳର ବିଲୟ ହୁଏନି, ଆଞ୍ଚଳିକ ଦଳର ବିଲୟ ହୁଏ ବୋଲି କହିଛନ୍ତି ଢାଲି ।

ସେ ଆହୁରି ମଧ୍ୟ କହିଛନ୍ତି ଯିଏ ଆଞ୍ଚଳିକ ଦଳ ଗଢ଼ିଥାଏ, ଅସୁସ୍ଥ ବା ଆଉ କଣ ହେଲେ ଦଳ ରୁହେନି । ବିଜେଡିରେ ବାକ୍‌ ସ୍ୱାଧୀନତା ନାହିଁ, ସୁପ୍ରିମୋଙ୍କୁ ଦେଖା କରିପାରିବେ ନାହିଁ । ବିଜେଡିରେ ସମସ୍ତେ ଅସନ୍ତୁଷ୍ଟ ଥିଲେ, ପାଣ୍ଡିଆନ ସର୍ବେସର୍ବା ଥିଲେ ବୋଲି କହିଛନ୍ତି ଅରବିନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼