Masthead

ଅଗଷ୍ଟ ୫ରେ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ବସିବ ଜନତା ଦରବାର । ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭା ଅଧିବେଶନ ପାଇଁ ସ୍ଥଗିତ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଆସନ୍ତା ୫ରେ ହେବ । ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ସୋମବାର ପୂର୍ବାହ୍ନ ୧୧ଟାରେ ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିବେ । ଅଭିଯୋଗ ପାଇଁ ସକାଳ ୮ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ପଞ୍ଜୀକରଣ ଖୋଲା ରହିବ । ତେଣୁ ଅଭିଯୋଗକାରୀମାନେ ଯଥା ସମୟରେ ଆସି ପଞ୍ଜୀକରଣ କରି ଅଭିଯୋଗ ଜଣାଇବାକୁ ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ