Masthead

ସେପ୍ଟେମ୍ବର ୧୦ ପରେ ବନ୍ଦ ହେବ BSKY କାର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା । କହିଛନ୍ତି ସେପ୍ଟେମ୍ବର ୧୦ ତାରିଖ ପରେ ଲାଗୁହେଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । କିନ୍ତୁ ସେ ପର୍ଯ୍ୟନ୍ତ ଜାରି ରହିବ ବିଏସକେୱାଇ । ବଜେଟ ଆପ୍ରୋପ୍ରିଏସନ ବିଲ ପାସ୍ ହେଲା ପରେ ନୂଆ କାର୍ଡର ପ୍ରକ୍ରିୟା ଆରମ୍ଭ ହେବ। ଏହାସହ ବଦଳିଯିବ ବିଏସକେୱାଇ କାର୍ଡର ରୂପରେଖ ।

ସମସ୍ତଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ମିଳିବ । ସେପ୍ଟେମ୍ବର ୧୦ତାରିଖରେ ଆପ୍ରୋପିଏସନ୍ ବିଲ୍ ପାସ୍ ହେବ, ତା ପରେ ପର୍ଯ୍ୟାୟ କ୍ରମେ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁହେବ । ପରବର୍ତ୍ତୀ ସମୟରେ ଯୋଜନା ଆଣିଲେ ତାହା ଲାଗୁହେବ । ଏବେ ବିଏସକେୱାଇ ଯେମିତି ଚାଲିବା କଥା ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ