Masthead

ଶିକ୍ଷକ ଅଭାବ ପାଇଁ ରାସ୍ତାରେ ଛାତ୍ରଛାତ୍ରୀ

ପଟ୍ଟାମୁଣ୍ଡାଇ (ବଡ଼ ଖବର ବ୍ୟୁରୋ): ପଟ୍ଟାମୁଣ୍ଡାଇରେ ଭୁଶୁଡି ପଡିଛି ଶିକ୍ଷା ବ୍ୟବସ୍ଥା । ବିଭିନ୍ନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଅନୁପାତରେ ଆବଶ୍ୟକୀୟ ଶିକ୍ଷକ ନଥିବାରୁ ବିପର୍ଯ୍ୟସ୍ତ ହୋଇ ପଡିଛି ପାଠପଢ଼ା । ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏବେ ଅନ୍ଧାର ଭିତରକୁ ଠେଲି ହୋଇ ଯାଇଛି । ଆଜି ଏହାର ପ୍ରତିବାଦରେ ଛାତ୍ରଛାତ୍ରୀ ଓ ଅବିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ତାଲା ପକାଇ ନାରାବାଜି କରିଥିଲେ ।

ଆଗାମୀ ଦିନରେ ଶିକ୍ଷା ବ୍ୟବସ୍ଥାରେ ଯଦି ସୁଧାର ନଆସେ ତାହେଲେ ଛାତ୍ରଛାତ୍ରୀଙ୍କ ସମେତ ଅବିଭାବକମାନେ ରାଜରାସ୍ତାକୁ ଓହ୍ଲାଇବା ସହିତ ଅନିର୍ଦ୍ଧିଷ୍ଟ କାଳ ପାଇଁ ବିଦ୍ୟାଳୟକୁ ବନ୍ଦ କରି ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ