ଧର୍ମଶାଳାରେ ୧୦୮ ସେବା ବାଧାପ୍ରାପ୍ତ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ମୌଳିକ ଦାବି ନେଇ ଆନ୍ଦୋଳନକୁ ଓଲାଇଛି ସଂଘ । କର୍ମଚାରୀ ପ୍ରଶାନ୍ତ ଦାସଙ୍କ ମୃତ୍ୟୁ ପରେ ମୁଣ୍ଡ ଟେକିଛି ଆନ୍ଦୋଳନ । ପ୍ରଶାନ୍ତ ଶନିବାର ସନ୍ଧ୍ୟା ସମୟରେ କାର୍ଯ୍ୟରତ ଅବସ୍ଥାରେ ଗାଡିରୁ କୌଣସି କାରଣରୁ ଖସି ପଡି ମୃତ୍ୟୁବରଣ କରିଥିଲେ। ତେବେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସୁରକ୍ଷିତ ଭବିଷ୍ୟତ ସୁନିଶ୍ଚିତ ପାଇଁ ସଂଘ ପକ୍ଷରୁ ଦାବିପତ୍ର ଦେବାକୁ ରାଜପଥ ଅବରୋଧ ଚେତାବନୀ ଦେଇଛି ସଂଘ।

ଜାରକା ଗୋକର୍ଣେଶ୍ୱର୍ ମନ୍ଦିର ନିକଟରେ ଘନ ଘନ ବୈଠକ। ଏପଟେ ଅଚଳ ହୋଇ ଯାଇଛି ରୋଗୀ ସେବା। ଅଫ୍ ରୋଡ଼ ସେବା ଯୋଗାଇଦେବାକୁ ସଂଘ ନିଷ୍ପତ୍ତି ନେଇଥିବା ବେଳେ ଅନ୍ ରୋଡ଼ ନକଲେ ଚଳାଇବାକୁ ଅନୁମତି ଦେଉନି କମ୍ପାନୀ। ଏପଟେ ନାହିଁ ନଥିବା ସମସ୍ୟାରେ ପଡ଼ିଛନ୍ତି ରୋଗୀ ଏବଂ ସମ୍ପର୍କୀୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ