ଅଲିମ୍ପିକ୍ସ ପୁରୁଷ ହକି ସେମିଫାଇନାଲରେ ଭାରତ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଲିମ୍ପିକ୍ସ ପୁରୁଷ ହକି ସେମି ଫାଇନାଲରେ ଭାରତ । କ୍ୱାଟର୍ସରେ ଗ୍ରେଟ୍ ବ୍ରିଟେନକୁ ହରାଇ ସେମିରେ ପ୍ରବେଶ କରିଛି ଭାରତ । ସୁଟ୍ ଆଉଟରେ ୪-୨ ଗୋଲରେ ଗ୍ରେଟ ବ୍ରିଟେନ ବିପକ୍ଷରେ ଜିତିଲା ଭାରତ । ନିର୍ଦ୍ଧାରିତ ସମୟରେ ୧-୧ ଗୋଲରେ ଡ୍ର ହୋଇଥିଲା ମ୍ୟାଚ । ସୁଟ ଆଉଟ ଗୋଲ ବେଳେ ଚମତ୍କାର ପ୍ରଦର୍ଶନ କରିଥିଲେ ଗୋଲକିପର ଶ୍ରୀଜେଶ । ଏହି ବିଜୟ ସହ ଭାରତ ଏବେ ସେମିଫାଇନାଲରେ ପ୍ରବେଶ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’