Masthead

ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ: ଏକକାଳୀନ ୧୨ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ । ଓଡ଼ିଶାର ୧୨ଟି ସ୍ଥାନରେ ଭିଜିଲାନ୍ସର ଚଢ଼ାଉ କରିଥିବା ସୂଚନା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କ ଘରେ ଚଢ଼ାଉ କରାଯାଇଥିଲା । ଅତିରିକ୍ତ ମୁଖ୍ୟ ଇଞ୍ଜିନିୟର, ଓଡ଼ିଶା ସେତୁ ଓ ନିର୍ମାଣ ନିଗମ, ମୁଖ୍ୟ ନିର୍ମାଣ ଇଞ୍ଜିନିୟର, ୯ ଡିଏସ୍ପି, ୧୧ ଜଣ ଇନସପେକ୍ଟରଙ୍କ ନେତୃତ୍ୱରେ କଟକ ସମେତ ଭୁବନେଶ୍ୱର, ଭଦ୍ରକ, ଯାଜପୁର,ଭଦ୍ରକ, ଖୋର୍ଦ୍ଧା ଆଦି ୧୨ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ଚଢ଼ାଉ କରିଥିଲା ।

ଭୁବନେଶ୍ୱର ରସୁଲଗଡ଼ ସତ୍ୟ ବିହାରରେ ଥିବା ପ୍ରଦୀପଙ୍କ ଆବାସିକ ଘର ସମେତ ଚନ୍ଦ୍ରଶେଖରପୁରସ୍ଥି ଆପାର୍ଟମେଣ୍ଟ, ଭଦ୍ରକର ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, କଟକ ବାରବାଟୀ ଷ୍ଟାଡିୟମ୍ରେ ଥିବା ଅଫିସ୍ ରୁମ୍, ଭଦ୍ରକ ଅଗରପଡ଼ା ଓ ରନ୍ଦିଆହାଟରେ ଥିବା ପୈତୃକ ଘରରେ ଚଢ଼ାଉ କରିଛି ଭିଜିଲାନ୍ସ । ଏହା ବ୍ୟତୀତ ଯାଜପୁରର ଦୁଇଟି ସ୍ଥାନ, ଖୋର୍ଦ୍ଧାର ଦୁଇଟି ସ୍ଥାନ ଏଥିସହ ପ୍ରଦୀପଙ୍କ ପୁଅଙ୍କର ଆଇଡି ନୟାପଲ୍ଲୀ ମାର୍କେଟରେ ଏକ ମେଡିସିନ୍ ଷ୍ଟୋରରେ ମଧ୍ୟ ଭିଡିଲାନ୍ସ ଚଢ଼ାଉ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼