Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ରତ୍ନଭଣ୍ଡାର ମରାମତି ନେଇ ହୋଇପାରେ ଚୂଡ଼ାନ୍ତ ନିଷ୍ପତ୍ତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାର ୩ ସପ୍ତାହ ବିତିଗଲାଣି । କିନ୍ତୁ ଏଯାଏ ରତ୍ନଭଣ୍ଡାରର ଯାଞ୍ଚ କିମ୍ବା ମରାମତି କାର୍ଯ୍ୟ ଆଗେଇ ପାରିନାହିଁ । ଏଥିସହ ରତ୍ନଭଣ୍ଡାର ଭିତରେ ଥିବା ଗୁପ୍ତଧନର ରହସ୍ୟ ମଧ୍ୟ ଖୋଲି ନାହିଁ ।

ଏହି ପରିଚାଳନା କମିଟିର ଏହା ହେଉଛି ଶେଷ ବୈଠକ । ତେଣୁ ଏହି ବୈଠକରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ମୋହର ବାଜିବା ନେଇ ଆଶା ରହିଛି । ଏଥିସହ ସୁଡ଼ଙ୍ଗକୁ ନେଇ ଲୋକଙ୍କ ମନରେ ଥିବା ସନ୍ଦେହ ମଧ୍ୟ ଦୂର କରିବା ପାଇଁ ପଦକ୍ଷେପ ସମ୍ପର୍କରେ ନିଷ୍ପତ୍ତି ନିଆଯାଇପାରେ । ତେବେ ଦେଖିବାକୁ ବାକି ରହିଲା ବୈଠକରେ କ’ଣ ଆଲୋଚନା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି