Masthead

‘ବିଧାୟକ ଦଳ ନେତା ହେବା ମୋର ଅଧିକାର ଥିଲା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରତିକ୍ରିୟା । କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ହେବାକୁ ମୋର ଅଧିକାର ଥିଲା । ପିସିସି ସଭାପତି ପାଇଁ କେବେ ଇଚ୍ଛୁକ ନଥିଲି । ହାଇକମାଣ୍ଡ ଯାହାକୁ ସଭାପତି କରିବେ ମୁଁ ରାଜି ବୋଲି କହିଛନ୍ତି ତାରା ପ୍ରସାଦ ବାହିନୀପତି । କଂଗ୍ରେସ ବିଧାୟକ ଦଳ ନେତା ହେବା ମୋର ଅଧିକାର ଥିଲା ହେଲିନି । ପିସିସି ସଭାପତି ଦୌଡ଼ରେ ନାହିଁ । କାହାକୁ ଅନୁରୋଧ କରି ମୋର ହେବାର ନାହିଁ । ଚର୍ଚ୍ଚାରେ କିଛି ନେତା ଅଛନ୍ତି, କିଏ କାହା ପାଇଁ କହିପାରେ କହିଲେ ତାରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ